ଚିଲିକା ବିଧାୟକଙ୍କ ସ୍ଥାନ ଜେଲରେ : ପୃଥ୍ୱୀରାଜ

ଭୁବନେଶ୍ୱର -: ଲୋକଙ୍କ ଉପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଗାଡ଼ି ମଡ଼ାଇ ଦେବା ଘଟଣାରେ  ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।  ବିଧାୟକ ମଦ ପିଇ ଗାଡ଼ି ମଡ଼ାଇ ଦେଇଥିବା ପୃଥ୍ୱୀରାଜ କହିଛନ୍ତି ।  ସେ କହିଛନ୍ତି ଯେ ଲୋକଙ୍କ ଉପରେ ରାଗ ରଖି, ଡରାଇବା ପାଇଁ ବିଧାୟକ ଗାଡ଼ି ମଡ଼ାଇଛନ୍ତି ।  ଏଭଳି କାମ ସୁସ୍ଥ ମସ୍ତିଷ୍କ ଥିବା ବ୍ୟକ୍ତିର ହୋଇପାରେନା । ଏଭଳି ଲୋକର ସ୍ଥାନ ଜେଲରେ ବୋଲି ପୃଥ୍ୱୀରାଜ କହିଛନ୍ତି ।  ଏନେଇ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶା ଥିବା ସେ କହିଛନ୍ତି ।

Advertisement
Advertisement

Leave a Reply

Your email address will not be published. Required fields are marked *

error: Content is protected !!