ନିଜ ଘରୁ ମିଳିଲା ଝୁଲନ୍ତା ମୃତ ଦେହ, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ ଘେରରେ

ଭଦ୍ରକ -: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତେନ୍ତୁଳିଗାଡିଆ ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ଠାବ କରାଯାଇଛି । ନିଜ ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ପ୍ରେମ ବ୍ୟାପାର ପାଇଁ ସେହି ଯୁବକଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

Advertisement

ଅପରପକ୍ଷରେ ଯୁବକଙ୍କ ପରିବାର ପକ୍ଷରୁ କୁହାଯାଇଛି ଯେ ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ । ପ୍ରେମିକା ଘର ଲୋକ ତାଙ୍କ ପୁଅକୁ ହତ୍ୟା କରି ଘରେ ଟାଙ୍ଗି ଦେଇଥିବାର ଅଭିଯୋଗ ହୋଇଛି । ଘରୁ ଏକ ଚିଠି ମିଳିଥିବାର ସୂଚନା ରହିଛି । ତେବେ ରିପୋର୍ଟ ଲେଖା ହେବା ଯାଏଁ ଥାନାରେ ଲିଖିତ ଅଭିଯୋଗ ହୋଇନାହିଁ ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!