ଆଜି ୪ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କୁ ଦର୍ଶନ

ପୁରୀ -: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ନିର୍ଧାରିତ ସମୟରେ ଦଇତାପତି ସେବକମାନଙ୍କ ଦ୍ୱାରା ସମ୍ପାଦିତ ହେବ ।

Advertisement
Advertisement

Leave a Reply

Your email address will not be published. Required fields are marked *

error: Content is protected !!