ଖାକି ପିନ୍ଧା ସ୍ୱାମୀଙ୍କ ଅତ୍ୟାଚାର ସହି ପାରିଲେନି ସ୍ତ୍ରୀ, ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଲେ …

Creat A Revolution


ଢେଙ୍କାନାଳ -: ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ମହିଳା ଜଣକ ହେଉଛନ୍ତି ଜଣେ କନେଷ୍ଟବଳଙ୍କ ପତ୍ନୀ । ଆଜି ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିବାକୁ ଯାଉଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି ।

Advertisement

ମହିଳାଙ୍କ ସ୍ୱାମୀ ଢେଙ୍କାନାଳ ଜିଲ୍ଲାରେ ଜଣେ ପୁଲିସ କନେଷ୍ଟବଳ ଭାବରେ କାର୍ଯ୍ୟରତ । କିନ୍ତୁ ସେ ବିଭିନ୍ନ ସମୟରେ ନିଜ ପତ୍ନୀଙ୍କୁ ନିର୍ଯ୍ୟାତନା ଦେବା ସହିତ ଦ୍ୱିତୀୟ ବିବାହ କରିଥିବା ପୀଡିତା ଅଭିଯୋଗ କରିଛନ୍ତି ।ଏ ସମ୍ପର୍କରେ ସେ ବାରମ୍ବାର ପୁଲିସ ନିକଟରେ ଅଭିଯୋଗ କଲେ ମଧ୍ୟ ନ୍ୟାୟ ନ ପାଇବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି ।

Advertisement

Discover more from bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from bnslive.in

Subscribe now to keep reading and get access to the full archive.

Continue reading

Verified by MonsterInsights