ଘର ଭିତରେ ୪୦ବର୍ଷ ଯୁବକଙ୍କ ମୃତ ଦେହ, ହତ୍ୟା ସନ୍ଦେହ

ରାଉରକେଲା -: ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଡ଼ରୁଆଁ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଘରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ପ୍ରହଲ୍ଲାଦ କୁଅଁର। ତାଙ୍କୁ ୪୦ ବର୍ଷ ବୟସ

Advertisement

। ତେବେ ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର କାରଣ ଆସ୍ପଷ୍ଟ ରହିଛି। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଲହୁଣୀପଡ଼ା ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisement

Leave a Reply

Your email address will not be published. Required fields are marked *

error: Content is protected !!