ଏମ୍ପପାୱାରମେଣ୍ଟ ଓ ଡେଭଲପମେଣ୍ଟ ଟ୍ରଷ୍ଟ ଓଡ଼ିଶା ସରକାରଙ୍କ ଲୋଗୋ ବ୍ୟବହାର କରି କରୁଥିଲେ ଏମିତି କାମ …

ଭୁବନେଶ୍ୱର -: ଓଡ଼ିଶା ସରକାରଙ୍କ ଲୋଗୋ ବ୍ୟବହାର କରି ଠକେଇ ଅଭିଯୋଗରେ ଜଣେ ଗିରଫ । ଓମେନ ଏମ୍ପପାୱାରମେଣ୍ଟ ଓ ଡେଭଲପମେଣ୍ଟ ଟ୍ରଷ୍ଟ ନାଁରେ ଓଡ଼ିଶା ସରକାରଙ୍କ ଲୋଗୋ ଲଗାଇ ଜାଲ ନିଯୁକ୍ତି ବିଜ୍ଞାପନ ନେଇ ଅଭିଯୋଗ ହୋଇଥିଲା । ଓମେନ ଏମ୍ପପାୱାରମେଣ୍ଟ ଓ ଡେଭଲପମେଣ୍ଟ ବିଭାଗ ତରଫରୁ ଅଭିଯୋଗ ଆଧାରରେ ତଦନ୍ତ କରୁଥିଲା ଭରତପୁର ଥାନା ପୋଲିସ ।

Advertisement

ଠକ ସଂସ୍ଥା ସାଇଟ ଖୋଲି ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ ସଂସ୍ଥାଙ୍କୁ ଟ୍ରେନିଂ ଦେବାକୁ ମୋଟିଭେଟ୍‌ କରୁଥିଲେ । ସଂସ୍ଥାର ମାଲିକଙ୍କୁ ପୋଲିସ ଗିରଫ କରି ଖୋଳତାଡ଼ ଚଳାଇଛି । ତେବେ ଏହା ପଛରେ ଆଉ କାହାର ହାତ ରହିଛି ସେନେଇ ପଚରାଉଚରା କରୁଛି ପୋଲିସ ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!