ନବୀନଙ୍କ ନୂଆ ଟିମ୍‌, ଜାଣନ୍ତୁ କାହାକୁ କେଉଁ ବିଭାଗ ମିଳିଲା

ଲୋକସେବା ଭବନରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ସମସ୍ତ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଏହାପରେ ରାଜ୍ୟ ସରକାରଙ୍କ ନବନିଯୁକ୍ତି ମନ୍ତ୍ରୀମାନଙ୍କୁ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ବଣ୍ଟନ କରିଛନ୍ତି । ଦେଖନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

Advertisement

list 3

କ୍ୟାବିନେଟ୍ ମନ୍ତ୍ରୀ

  1. ଗନ୍ନାଥ ସାରକାଙ୍କୁ ମିଳିଛି ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ ଆଦିବାସୀ ଓ ଆଇନ ବିଭାଗ।
  2. ନିରଞ୍ଜନ ପୂଜାରୀଙ୍କୁ ଅର୍ଥ ଓ ସଂସଦୀୟ ବ୍ୟାପାର
  3. ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କୃଷି,ମତ୍ସ୍ୟ ଓ ପଶୁସମ୍ପଦ
  4. ପ୍ରମିଳା ମଲ୍ଲିକଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା
  5. ଉଷା ଦେବୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ
  6. ଟୁକୁନି ସାହୁଙ୍କୁ ଜଳସଂପଦ, ବାଣିଜ୍ୟ ଓ ପରିବହନ
  7. ପ୍ରଫୁଲ୍ଲ ମଲ୍ଲିକଙ୍କୁ ଇସ୍ପାତ, ପୂର୍ତ୍ତି ଓ ଖଣି
  8. ପ୍ରତାପ କେଶରୀ ଦେବଙ୍କୁ ଶିଳ୍ପ ଓ ଶକ୍ତି
  9. ଅତନୁ ସବ୍ୟସାଚୀ ନାୟକଙ୍କୁ ଖାଦ୍ୟ ଯୋଗାଣ ଓ ସମବାୟ
  10. ପ୍ରଦୀପ କୁମାର ଅମାତଙ୍କୁ ସୂଚନା ଓ ଲୋକସଂପର୍କ, ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ଓ ପାନୀୟ ଜଳ
  11. ନବକିଶୋର ଦାସଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
  12. ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ବିଜ୍ଞାନ ଓ କାରିଗରୀ କୈଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
  13. ରାଜେନ୍ଦ୍ର ଢୋଲକିଆଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ମିଳିଛି।

ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ

  1. ସମୀରରଞ୍ଜନ ଦାଶ ବିଦ୍ୟାଳୟ ଓ ଗଣଶିକ୍ଷା
  2. ଅଶ୍ୱିନୀ କୁମାର ପାତ୍ର ପର୍ଯ୍ୟଟନ, ଓଡ଼ିଆ ଭାଷା, ସଂସ୍କୃତି ଓ ଅବକାରୀ
  3. ପ୍ରୀତିରଞ୍ଜନ ଘଡ଼େଇ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ
  4. ଶ୍ରୀକାନ୍ତ ସାହୁ ଶ୍ରମ ଓ ନିଯୁକ୍ତି
  5. ତୁଷାରକାନ୍ତି ବେହେରା ଇଲୋକ୍ଟ୍ରେନିକ୍ସ, ଆଇଟି, କ୍ରୀଡ଼ା ଓ ଯୁବବ୍ୟାପାର , ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ ବି ଦିଆଯାଇଛି
  6. ରୋହିତ ପୂଜାରୀ ଉଚ୍ଚଶିକ୍ଷା
  7. ରୀତା ସାହୁ ହସ୍ତତନ୍ତ ଓ ବୟନ ଶିଳ୍ପ
  8. ବାସନ୍ତୀ ହେମ୍ବ୍ରମ ମହିଳା ଶିଶୁ କଲ୍ୟାଣ ଓ ମିସନ୍ ଶକ୍ତ ବିଭାଗ
Advertisement

Leave a Reply

Your email address will not be published. Required fields are marked *

error: Content is protected !!