ଜୁନ୍ ୨୧ ମଙ୍ଗଳବାର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ ଆପଣଙ୍କ ରାଶିରୁ

ମେଷ: କାରବାରରେ ଅଚାନକ ଲାଭ ହେବାର ଯୋଗ ଅଛି। ବିଶେଷ କାର‌୍ୟ୍ୟ ନେଇ ଅଧିକାରୀଙ୍କ ସହ କଥାବାର୍ତ୍ତା କରିପାରନ୍ତି। ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିପାରେ।

Advertisement

ବୃଷ: ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ଖୋଲିବ। ପିଲା ଦିନର ସାଙ୍ଗ ସହ ଦେଖା ହେବ। ରାଜନୀତିରେ ସଫଳତା ପାଇବେ। ବୈବାହିକ ଜୀବନ ସୁଖଦ ହେବ। ‌

ମିଥୁନ: ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ। ଛାତ୍ରଙ୍କୁ ପରିଶ୍ରମର ଫଳ ମିଳିବ। କାରବାରରେ ଅର୍ଥ ଲଗାଇବା ପାଇଁ ଭାବିପାରନ୍ତି। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ।

କର୍କଟ: ଲୋକେ ଆପଣଙ୍କ କଥା ଶୁଣିବାକୁ ତତ୍ପର ରହିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ବାଲ୍ୟବନ୍ଧୁ ସହ ଦେଖା ହେବ। କିଛି ନୂଆ ସୁଯୋଗ ମିଳିପାରେ।

ସିଂହ: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହ ଯୋଗାଯୋଗ ହେବ। ନୂଆ ଦାୟିତ୍ବ ନେବାରେ ସଂକୋଚ କରିପାରନ୍ତି। ଶିକ୍ଷାର୍ଥୀଙ୍କୁ ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ।

କନ୍ୟା: ଆପଣ ନିଜ କାର‌୍ୟ୍ୟସୂଚୀ ପରିବର୍ତ୍ତନ କରିପାରନ୍ତି। ଭଲ ଲୋକଙ୍କ ମାଧ୍ୟମରେ ଧନଲାଭ ହେବ। ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ।

ତୁଳା: ନୂଆ କାମ ଆରମ୍ଭ କରିପାରନ୍ତି। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଅଫିସରେ କୌଣସି କାମ ପାଇଁ ଆପଣଙ୍କୁ ସମ୍ମାନିତ କରାଯିବ। ଶିକ୍ଷାର୍ଥୀଙ୍କୁ ଶିକ୍ଷକଙ୍କର ସାହାଯ୍ୟ ମିଳିବ।

ବିଛା: ବ୍ୟବସାୟ କାମରେ କୌଣସି ସହକର୍ମୀଙ୍କ ସାହାଯ୍ୟ ପାଇବେ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ସ୍ବାସ୍ଥ୍ୟ ଠିକ୍ ଓ ସତେଜ ରହିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ଧନୁ: ବ୍ୟବସାୟରେ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପାରିବାରିକ ବିବାଦଠୁଁ ଦୂରରେ ରୁହନ୍ତୁ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।

ମକର: ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ଆପଣ ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ।

କୁମ୍ଭ: ଅଫିସରେ ନିଜ ମତ ରଖିବାର ସୁଯୋଗ ପାଇବେ। କୌଣସି ବିଶେଷ କାମରେ ଲାଭ ମିଳିପାରେ। ପରିବାରରେ ଲାଗି ରହିଥିବା ଅଶାନ୍ତିର ସମାଧାନ ପାଇଁ ଚେଷ୍ଟା କରିବେ।

ମୀନ: ଘର ଲୋକଙ୍କର ଉତ୍ସାହ ବଜାୟ ରହିବ। ବାପାଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ। ଚାକିରି ସମ୍ବନ୍ଧରେ ଭଲ ଖବର ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!