ପୁରୀ -:
ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା ।ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ ।
Like this:
Like Loading...
Related
Discover more from bnslive.in
Subscribe to get the latest posts sent to your email.