Creat A Revolution
ଭୁବନେଶ୍ୱର -:
Advertisement
ପ୍ରାୟ ଅଧ ଘଣ୍ଟା ପରେ ସେ ହଷ୍ଟେଲରେ ପହଞ୍ଚିଲେଣି କି ନାହିଁ ବୁଝିବା ପାଇଁ ମା’ ତାଙ୍କୁ ଫୋନ୍ କରିଥିଲେ । ହେଲେ ଫୋନ୍ ସୁଇଚ ଅଫ୍ ଥିଲା । ପରିବାର ଲୋକେ ଆଶଙ୍କା କରି ସ୍ୱିଟିଙ୍କ ବାପା ରାଜଧାନୀରେ ରହୁଥିବା ବନ୍ଧୁ ସୁରେଶ ପଣ୍ଡାକୁ ଘଟଣା ବିଷୟରେ କହିଥିଲେ । ସୁରେଶ ଭୁବନେଶ୍ଵର ରେଳବାଇ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୋଲିସ ପ୍ଲାଟଫର୍ମରେ ଥିବା ସିସିଟିଭି ଫୁଟେଜ୍ ଯାଞ୍ଚ କରିଥିଲା । ପରେ ପରେ ସେମାନଙ୍କୁ ହାୱଡ଼ା ଷ୍ଟେସନର ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଥିଲା । ଏବେ ସେମାନେ ଚିତ୍ତପୁର ଟାଉନରେ ଥିବା ଜଣାପଡ଼ିଛି ।
Advertisement
Discover more from bnslive.in
Subscribe to get the latest posts sent to your email.