ମେଷ – ଦୁଃଖ ସମୟରେ ଏହି ରାଶିର ବ୍ୟକ୍ତିଙ୍କୁ କଳା ରଙ୍ଗର ପୋଷାକ ପିନ୍ଧିବା ଉଚିତ ନୁହେଁ ।
ବୃଷ – ଏହି ରାଶିର ବ୍ୟକ୍ତିମାନେ ଦକ୍ଷିଣ ମୁଖୀ ଶଙ୍ଖ ରଖି ପୂଜା କରିବା ଉଚିତ ।
ମିଥୁନ – ଏହି ରାଶିର ବ୍ୟକ୍ତିମାନେ ଧଳା ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ ।
କର୍କଟ – ଏହି ରାଶିର ବ୍ୟକ୍ତିମାନେ ନିଜ ଘରେ ଶାମୁକା ଓ କଉଡ଼ି ଆଣି ରଖିବା ଉଚିତ ।
ସିଂହ – ଏହି ରାଶିର ବ୍ୟକ୍ତିମାନେ ପୂଜାରେ ଅକ୍ଷତ ବ୍ୟବହାର କରିବା ଅତ୍ୟନ୍ତ ଶୁଭ ହୋଇଥାଏ ।
କନ୍ୟା – ଏହି ରାଶିର ବ୍ୟକ୍ତିମାନେ ନିଜର ଦୁଃଖ ଓ ଅସୁବିଧା ସମୟରେ ନିୟମିତ ଘିଅର ଦୀପ ଲଗାଇବା ଉଚିତ
ତୁଳା – ଏହି ରାଶିର ବ୍ୟକ୍ତିମାନେ ଗୃହରେ ଆଣି ଶ୍ରୀଯନ୍ତ୍ର ରଖିବା ଅତ୍ୟନ୍ତ ଶୁଭଦାୟକ ଅଟେ ।
ବିଛା – ଏହି ରାଶିର ବ୍ୟକ୍ତିମାନେ ଧଳା ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ ।
ଧନୁ – ଏହି ରାଶିର ବ୍ୟକ୍ତିମାନେ ଗୃହରେ ରୁଦ୍ରାକ୍ଷ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ ।
ମକର – ଏହି ରାଶିର ବ୍ୟକ୍ତିମାନେ କଳାରଙ୍ଗର ଦ୍ରବ୍ୟ ବ୍ୟବହାର କରିବା ଉଚିତ ।
କୁମ୍ଭ – ଏହି ରାଶିର ବ୍ୟକ୍ତିମାନେ ଦୀପ ଲଗାଇବା ଉଚିତ ।
ମୀନ – ଏହି ରାଶିର ବ୍ୟକ୍ତିମାନେ ମଧ୍ୟ କଳାରଙ୍ଗର ଦ୍ରବ୍ୟ ବ୍ୟବହାର କରିବା ଉଚିତ ।
Discover more from bnslive.in
Subscribe to get the latest posts sent to your email.