ମହାତ୍ମାଗାନ୍ଧୀଙ୍କ ପ୍ରଥମ ଓଡିଶା ଆଗମନର୧୦୦ବର୍ଷ ପୂର୍ତ୍ତି ପାଳନ

Creat A Revolution

ଜଗତସିଂହପୁର -: ମହାତ୍ମାଗାନ୍ଧୀଙ୍କ ପ୍ରଥମ ଓଡିଶା ଆଗମନର ଏକ ଶହ ବର୍ଷ ପୂର୍ତ୍ତୀ ଜ଼ିଲ୍ଲା ସ°ସ୍କୃତି ବିଭାଗ ଓ ଜଗତସିଂହପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି । ଜଗତସିଂହପୁର ଥାନା ପରିସର ଓ ଗାନ୍ଧି ଛକଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଅତିରିକ୍ତ ଜ଼ିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜଗତସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ ପ୍ରମୁଖ ଯୋଗଦେଇ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Advertisement
Advertisement

Discover more from bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from bnslive.in

Subscribe now to keep reading and get access to the full archive.

Continue reading

Verified by MonsterInsights