ମାଲକାନଗିରିରୁ ପୁଣି ୧୨୨ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ମାଲକାନଗିରି -: ମାଲକାନଗିରି ପୁଲିସ ଲଗାତାର ଗଞ୍ଜେଇ ଚାଲାଣ ରୋକିବାରେ ସଫଳତା ହାସଲ କରି ଚାଲିଛି। ବିଶେଷକରି ଚିତ୍ରକୋଣ୍ଡା,ଓର୍କେଲ,କୁଡୁମୁଲୁଗୁମ୍ମା ଏବଂ ଖଇରପୁଟ ଅଂଚଳରେ ଜୋରଦାର ଧରପଗଡ କରାଯାଇ ଗଞ୍ଜେଇ ଜବତ କରିବା ସହ ଆସାମୀମାନଙ୍କୁ ଗିରଫ କରାଯାଉଛି। ଏହି ଅଂଚଳର ଏସଡିପିଓ…

ଯବାନଙ୍କ ପାଇଁ ଗର୍ଭବତୀ ମହିଳାଙ୍କ ଜିବନ ବିପଦମୁକ୍ତ ହେଲା, ସାଲ୍ୟୁଟ୍ ଆପଣଙ୍କ ଏହି ମହନୀୟତା ପାଇଁ

ମାଲକାନଗିରି -: ଅପରାଧୀଙ୍କୁ ଦଣ୍ଡ ଏବଂ ଅସହାୟକୁ ସାହାଯ୍ୟ କରୁଛି ଯବାନ । ଏଭଳି ଯୁକ୍ତି ବଢ଼ିଛନ୍ତି ମାଲକାନଗିରି ସୀମାନ୍ତ ଛତିଶଗଡର ଡିଆରଜି ଯବାନ । ଜଙ୍ଗଲ ଭିତରେ ବାସ କରିଥିବା ଜଣେ ଗର୍ଭବତୀ ମହିଳାଙ୍କୁ କାନ୍ଧରେ ବୋହି ନେବା ଘଟଣା…

ନକ୍ସଲଙ୍କ ଉଗ୍ରରୁପ, ଜାଳିଦେଲେ ୭ଟି ଗାଡି

ମାଲକାନଗିରି -: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି । ବାଲିଘାଟରେ ଲାଗିଥିବା ୭ଟି ଗାଡିକୁ ନକ୍ସଲ ନିଆଁ ଲଗାଇ ପୋଡି ଦେଇଥିବା ଜଣାପଡିଛି । ଜିଲ୍ଲାର ନମେଡ ଥାନା ଅଂଚଳର ମୀନଗାଚଲ ନଦୀ ଘାଟରେ…

ଜାଲ ନୋଟ ରାକେଟର ପର୍ଦ୍ଦାଫାସ, ୩୦ହଜାର ଦେଲେ ମିଳୁଥିଲା ଲକ୍ଷେ

ମାଲକାନଗିରି -: ପଶ୍ଚିମବଙ୍ଗରୁ ନିୟନ୍ତ୍ରଣ ହେଉଥିଲା, ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଏବଂ ତେଲେଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିଲା । ୩୦ ହଜାର ଟଙ୍କାର ଅସଲି ନୋଟ୍ ଦେଲେ ମିଳୁଥିଲା ଲକ୍ଷେ ଟଙ୍କାର ଜାଲ୍ ନୋଟ୍ । ଏତେ ସୁନିୟୋଜିତ ଭାବେ ଏହି…

ଡାକିନେଇ ଯବାନଙ୍କୁ ହତ୍ୟା କଲେ ନକ୍ସଲ

ମାଲକାନଗିରି -: ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ଜଣେ ଯବାନକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ନକ୍ସଲ। ମିଳିଥିବା ସୂଚନା ଅନୁଯାୟୀ କୁକନାର ଥାନା ଅନ୍ତର୍ଗତ ବୋଦାରାସ ଗ୍ରାମର ଜଣେ ଯବାନ ନିଜ ଗ୍ରାମରେ ଯାତ୍ରା ଚାଲିଥିବାରୁ ଗ୍ରାମକୁ ଆସିଥିଲା।…

୧୦ ଲକ୍ଷ ଟଙ୍କା ନେଇ ବ୍ୟାଙ୍କକୁ ଯାଉଥିଲେ, ଭିଜିଲାନ୍ସ ଅତର୍କିତ ଚଢାଉକଲେ ତା ପରର ଅବସ୍ଥା କ’ଣ ହେଲା ଆସନ୍ତୁ ଜାଣିବା

ମାଲକାନଗିରି -: ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ଆଶିଷ କୁମାର ଦାସ ଭିଜିଲାନସ ଜାଲରେ ଫସିଛନ୍ତି । ଆଜି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସ୍ଥାନୀୟ ଡିସିବି ବ୍ୟାଙ୍କରେ ଜମା କରିବାକୁ ଯାଉଥିବା ବେଳେ ଭିଜିଲାନସ…

error: Content is protected !!