ମହାପ୍ରଭୁଙ୍କ ମହାପ୍ରସାଦକୁ ଅସମ୍ମାନ, ୬ଜଣ ଦଲାଲ ଅଟକ : ପରିଚୟପତ୍ର ଦେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ପୁଲିସର ଚିଠି

ପୁରୀ -: ଶ୍ରୀମନ୍ଦିରର ଆନନ୍ଦ ବଜାରରେ ବିକ୍ରି ହେଉଥିବା ମହାପ୍ରସାଦ ବିକ୍ରିରେ ବି ଚାଲିଛି କମିସନ ବେପାର। ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିବା ବେଳେ ଆଜି ପୁଲିସର ନିଦ ଭାଙ୍ଗିଛି। ଶ୍ରୀମନ୍ଦିର ଉତ୍ତରଦ୍ବାରରେ ଚଢ଼ା କମିସନ ନେଇ ମହାପ୍ରସାଦ…

ଶ୍ରୀ ମନ୍ଦିରରେ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ -: ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି। ମହାପ୍ରଭୁ ଆଜି ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି। କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ଏହି ବେଶ କରାଯାଏ। ଏହି ବେଶ ସମୟରେ ମହାପ୍ରଭୁଙ୍କ ପାଖରେ ଏକ ବିଶେଷ ଭୋଗ ଲାଗିଥାଏ, ଯାହା…

ସନ୍ଦେହ ଘେରରେ ଜିଲ୍ଲା ପରିଷଦ ସଦସ୍ୟଙ୍କ ଆତ୍ମହତ୍ୟା …

ଗୋପ -: ପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର କୁମାର ସାହୁ ଆଜି ସକାଳେ ଆତ୍ମହତ୍ୟା କରିଥିବାର ଖବର ମିଳିଛି। ଭୁବନେଶ୍ୱରର ଶିଶୁପାଳଗଡ଼ରେ ଥିବା ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ସେ ବିଜେଡିର ନେତା ଥିଲେ। ତାଙ୍କର…

ଆଜି ଅପରାହ୍ଣ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ

ଭୁବନେଶ୍ୱର-: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପରେ ବନକଲାଗି ନୀତି ଆରମ୍ଭ ହେବ । ଏଥିପାଇଁ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗିଛି । ଅପରାହ୍ଣ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ…

ଗାଁ ଭିତରେ ଚାଲିଲା ଡଙ୍ଗା, ଘର ଭିତରେ ପଶିଲା ଲୁଣୀ ପାଣି

ପୁରୀ -: ରବିବାର ସକାଳୁ ପୁଣି ଥରେ ଚିଲିକା ଅଶାନ୍ତ ହୋଇଛି। ଲଘୁଚାପ ପ୍ରଭାବରେ ସମୁଦ୍ରରେ ପ୍ରବଳ ଜୁଆର ଆସି ଚିଲିକା ଭିତରେ ପଶିଛି। ଏହି ଜୁଆର ଜନବସତି ଭିତରେ ପଶିଛି। ଗାଁ ଭିତରେ ଜୁଆର ପାଣି ଲହଡି ମାରିଛି। ଦୁଇରୁ…

ଆଜି ବାହୁଡ଼ିବେ ମହାପ୍ରଭୁ; ୧୨ଟାରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ -: ଆଜି ବିଶ୍ବନିୟନ୍ତା ମହାବାହୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ। ଅଭିମାନିନୀ ମା’ ଲକ୍ଷ୍ମୀଙ୍କ କରିବେ ମାନଭଞ୍ଜନ। ଏଥିପାଇଁ ଶୁକ୍ରବାର ସନ୍ଧ୍ୟାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାତି ୮ଟା ୪୫ରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ…

୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁରୀ ଡିଆଇସି ଅଫିସ ସୁପରଭାଇଜର

ପୁରୀ -: ଭିଜିଲାନ୍ସ ଜାଲରେ ଖଦି ଗ୍ରାମୋଦ୍ୟୋଗ ସୁପରଭାଇଜର୍ ନାରାୟଣ ପଟ୍ଟନାୟକ। ଜଣେ ଅଭିଯୋଗକାରୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ସୁପରଭାଇଜର୍। ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ୪୦ ସମୟରେ, ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରରେ…

ପୋଡ଼ପିଠା ବିବାଦର ଅନ୍ତ ଘଟୁନି, ତିନିଦିନ ପରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା

ପୁରୀ -: ତିନିଦିନ ପରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳାଖେଳ ସାରି ରତ୍ନବେଦିକୁ ଫେରିବେ ମହାବାହୁ। ବାହୁଡ଼ା ଯାତ୍ରାରେ ଫେରିବା ବେଳେ ଅନୁରୋଧ ରକ୍ଷା କରି ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ବି ଖାଇବେ। ଏଥିପାଇଁ ବଳଗଣ୍ଡି ଛକ ମାଉସୀ…

ଆଜି ହେରାପଞ୍ଚମୀ, ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ ଗୋପନରେ ଶ୍ରୀଗୁଣ୍ଡିଚା ଯାତ୍ରା କରିବେ

ପୁରୀ -: ଶ୍ରୀମନ୍ଦିର ଛାଡ଼ି ଶ୍ରୀଗୁଣ୍ଡିଚା ଯାତ୍ରା କରିଛନ୍ତି ନବବିବାହିତ ମହାପ୍ରଭୁ। ସାଙ୍ଗରେ ଭାଇ-ଭଉଣୀଙ୍କୁ ଧରି ଚାଲି ଆସିଥିବାରୁ ବିରହିଣୀ ମା’ ଲକ୍ଷ୍ମୀ ସାଆନ୍ତାଣୀ ଚିନ୍ତାରେ ଅଛନ୍ତି। ଏସମ୍ପର୍କରେ ଲକ୍ଷ୍ମୀ ଠାକୁରାଣୀ ମା’ ବିମଳାଙ୍କ ପାଖରେ ପ୍ରକାଶ କରିବା ପରେ ଗୁଣ୍ଡିଚାବାଡ଼ିକୁ…

ଆରୋଗ୍ୟ ଲାଭ କଲେ ମହାପ୍ରଭୁ, ଆଜି ଦ୍ୱାଦଶୀ ତିଥି ଶ୍ରୀଜିଉଙ୍କର ରାଜପ୍ରାସାଦ ବିଜେ ନୀତି

ପୁରୀ -: ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ଗତକାଲି…

error: Content is protected !!