ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ଆଉ ୫ଟି ଜିଲ୍ଲାର ୪୯୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ୱାସ ମଧ୍ୟ ବୃଦ୍ଧି ପାଇଛି…

ନୂଆ ମନ୍ତ୍ରୀଙ୍କୁ 6Tର ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ …

ଭୁବନେଶ୍ବର -:  ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆ ମନ୍ତ୍ରୀ । ସେମାନଙ୍କୁ 6T ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଫାଇଭ୍‌ ଟି ସହ ଆଉ ଗୋଟିଏ ଟି ଯୋଡ଼ିଛନ୍ତି । 6T ଭାବରେ ଯୋଡ଼ି ହୋଇଛି ଟୁର୍‌…

ଖାଇଗଲେ ପିଡ଼ିଏସ ଚାଉଳ, ବ୍ଲକ ଅଫିସ ଘେରିଲା ଦଳିତ ଅଧିକାର ମଞ୍ଚ

ନୂଆପଡା (ପରମେଶ୍ବର ମେହେର) -:ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଝାରବନ୍ଧ ଗ୍ରାମପଞ୍ଚାୟତରେ ହିତାଧିକାରୀଙ୍କ ପିଡିଏସ ଚାଉଳ ହଡପ ଘଟଣାରେ ଦୋଷୀ କର୍ମଚାରୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ଦଳିତ ଅଧିକାର ମଞ୍ଚ ରାଜ୍ୟ ସଭାପତି କମଳ ଚରଣ ତାଣ୍ଡିଙ୍କ ନେତୃତ୍ବରେ…

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର -: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଜାରି ରହିଛି। ବୁଧବାର ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୬ ଜଣ…

error: Content is protected !!