ନିୟମ ମାନୁନାହାନ୍ତି କମ୍ପାନି: ତାଳଚେର, ଅନୁଗୁଳକୁ ପ୍ରଦୂଷଣ ଚିନ୍ତା

ଅନୁଗୁଳ -: ବାୟୁ ପ୍ରଦୂଷଣ ପାଇଁ ରେଡ୍‌ ଜୋନ୍‌ରେ ରହିଛି ତାଳଚେର ସହର। କୋଇଲା ଖଣି ଓ କଳକାରଖାନା ପାଇଁ ଏଠାକାର ପାଣିପବନ‌ରେ ବିଷ ଭରି ଯାଇଥିଲା ବେଳେ ଲୋକଙ୍କ ଜୀବନ ଦୁର୍ବିଷହ ‌ହୋଇପଡ଼ିଛି। ଆଉ ଗୁରୁତ୍ବପୂର୍ଣ୍ଣ କଥା ହେଲା ରାଷ୍ଟ୍ରାୟତ୍ତ…

ପ୍ରମୋଶନ ବଦଳରେ ସସପେଣ୍ଡ, ରାଗରେ ନିଆଁବାଣ ଶିକ୍ଷୟତ୍ରୀ

ରେଢାଖୋଲ -: ପ୍ରମୋଶନ ଯାଗାରେ ମିଳିଲା ସସପେଣ୍ଡ ଚିଠି । ଏହାକୁ ବିରୋଧ କରି ଶିକ୍ଷୟତ୍ରୀ ଜଣକ ରାଗରେ ସ୍କୁଲର କାର୍ଯ୍ୟାଳୟରେ ତାଲା ପକାଇଲେ। ଯାହାଫଳରେ ମଧ୍ୟାହ୍ନ ଭୋଜନରୁ ବଂଚିତ ହେଲେ ନିରିହ ଛାତ୍ରଛାତ୍ରୀ । ଏମିତି ଘଟଣା ଦେଖିବାକୁ ମିଳିଛି ରେଢାଖୋଲ…

ବନ୍ଧୁ ଘରକୁ ଯାତ୍ରା ହେଲା ଶେଷ ଯାତ୍ରା, ସଲିଳ ସମାଧି ନେଲେ ଦୁଇ ନାବାଳକ

ରାଉରକେଲା -: ରାଉରକେଲା କୋଏଲ ନଦୀରେ ବୁଡି ଦୁଇଜଣ ବାଳକ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଜଣ ବାଳକ ନିଖୋଜ ଅଛନ୍ତି। ନିଖୋଜ ବାଳକ ଦୁଇ ଜଣଙ୍କୁ ଉଦ୍ଧାର କରିବା ଲାଗି ଫାୟାର ବ୍ରିଗେଡ଼ ଟିମର ପ୍ରୟାସ ଜାରି ରହିଛି। ମିଳିଥିବା…

ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ତାଳଚେର ୧୨ ଘଣ୍ଟିଆ ବନ୍ଦ ପାଳନ

ତାଳଚେର -: ତାଳଚେର ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଓ ଡାକ୍ତରଖାନା ଖୋଲିବା ଦାବିରେ ଆଜି ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏନେଇ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଘୋଷଣା କରାଯାଇଥିଲା। ଆଜି ସକାଳ…

ଅନୁଗୁଳ ଖଇରବେରେଣୀ ଗ୍ରାମରେ ହାତୀ ଆତଙ୍କ; ଦନ୍ତାହାତୀ ଆକ୍ରମଣରେ ମହିଳା ମୃତ

ଅନୁଗୁଳ/ଛେଣ୍ଡିପଦା -: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ରେଞ୍ଜ ଖଇରବେରେଣୀରେ ଦେଖିବାକୁ ମିିଳିଛି ଏକ ଅଭାବନୀୟ ଘଟଣା। ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଜାଣିବାକୁ ମିଳିଛି ଯେ ଗ୍ରାମର ୪ ଜଣ ମହିଳା ସାଥି ହୋଇ ଭୋର ସକାଳ ୬ ଟାରେ…

ସିଗାରେଟ୍ ପାଇଁ ମହାଭାରତ, ଚାଲିଗଲା ଜୀବନ

ଅନୁଗୁଳ -: ଅନୁଗୋଳ ସଦର ଥାନା ଅନ୍ତର୍ଗତ ନୂଆସାହି ଗ୍ରାମରେ ଦୋକାନୀକୁ ସିଗାରେଟ୍ ମାଗି ଜଣେ ଯୁବକର ଜୀବନ ଯାଇଛି l ସୂଚନା ଅନୁସାରେ ନୂଆସାହି ଗ୍ରାମର ଇନ୍ଦ୍ରମଣି ସାହୁଙ୍କ ପୁତ୍ର ଲଲିତ ସାହୁ ଛକରେ ଦୋକାନ କରିଥିବା ଦୁଷ୍ମନ୍ତ ସାହୁଙ୍କ…

ରାଜନୈତିକ ଶତ୍ରୁତା ନେଲା ଉଗ୍ରରୁପ, ଚାଲିଗଲା ଜଣଙ୍କ ଜୀବନ

ଅନୁଗୁଳ /ଛେଣ୍ଡିପଦା -: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଥାନା ଦୁର୍ଗାପୁର ଗ୍ରାମରେ ରାଜନୈତିକ ଶତ୍ରୁତାରୁ ଜଣେ ଶୋଇଥିବା ଯୁବକଙ୍କୁ ଅତି ନୃଶଂସ ଭାବେ ପଡୋଶୀ ଯୁବକ ଟାଙ୍ଗିଆରେ ହାଣି ହତ୍ୟା କରିଛି । ରକ୍ତରଞ୍ଜିତ ଗାଁ ଦାଣ୍ଡ ପିଣ୍ଡିକୁ…

error: Content is protected !!
Verified by MonsterInsights