ଆଠଗଡରେ ନିଆରା ଢଙ୍ଗରେ କାର୍ଗିିଲ୍ ବିଜୟ ଦିବସ ପାଳନ କଲେ ଅଭୟ, ସାରା ରାଜ୍ୟରେ ଅଭୟଙ୍କୁ ନେଇ ଚର୍ଚ୍ଚା

ଆଠଗଡ଼ – : ଜୁଲାଇ ୨୬ କାର୍ଗିଲ ଵିଜୟ ଦିବସ। ୧୯୯୯ ମସିହା ଏହି ଦିନରେ ଭାରତୀୟ ସେନା କାର୍ଗିଲ ଯୁଦ୍ଧରେ ପାକିସ୍ତାନ ସେନାକୁ ପରାସ୍ତ କରି କାର୍ଗିଲ କୁ ପାକିସ୍ତାନ ହାତରୁ ଛଡ଼ାଇ ଆଣିଥିଲେ।ତେବେ ଆଜି ଆଠଗଡ଼ରେ ଏହି ଦିବସକୁ…

ଆଠଗଡରେ ବାହୁଡା ଅବସରରେ ମାସିକ ସାହିତ୍ୟ ପତ୍ରିକା ଲାବଣ୍ୟବତୀ ଉନ୍ମୋଚିତ

ଆଠଗଡ – ଆଠଗଡରୁ ପ୍ରକାଶ ପାଉଥିବା ସାପ୍ତାହିକ ସମ୍ବାଦପତ୍ର ଉଦୟଲାବଣ୍ୟର ସଫଳତା ପରେ ଏହି ସଂସ୍ଥା ଆଉ ଏକ ମାସିକ ସାହିତ୍ୟ ପତ୍ରିକା ଲାବଣ୍ୟବତୀ ପ୍ରକାଶ କରିଛନ୍ତି l ପବିତ୍ର ବାହୁଡା ଦଶମୀ ଅବସରରେ ସ୍ଥାନୀୟ ଝୁଲଣ ମନ୍ଦିର ପରିସରରେ ଲାବଣ୍ୟବତୀ…

ଶ୍ରୀଜଗନ୍ନାଥ ସେବାସଂସ୍ଥା ଆନୁକୂଲ୍ୟରେ ଆଠଦିନ ବ୍ୟାପି ୪୧ତମ ଶ୍ରୀଗୁଣ୍ଡିଚା ଭଜନ ସମାରୋହର ଉଦଯାପିତ

ଆଠଗଡ଼(ସର୍ବେଶ୍ୱର ପଣ୍ଡା)-:ଶ୍ରୀଜଗନ୍ନାଥ ସେବାସଂସ୍ଥା ଆନୁକୂଲ୍ୟରେ ଆୟୋଜିତ ଆଠଦିନ ବ୍ୟାପି ୪୧ତମ ଶ୍ରୀଗୁଣ୍ଡିଚା ଭଜନ ସମାରୋହର ଉଦଯାପନ ଦିବସ।ବିଶିଷ୍ଟ ଗୀତିକାର ରାଧାନାଥ ଦାସଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଭଜନ ସମାରୋହରେ ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତକୁମାର ସ୍ୱାଇଁ ମୁଖ୍ୟଅତିଥି, ଆଠଗଡ଼ ବନଖଣ୍ଡ ଅଧିକାରୀ…

ଆଠଗଡରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଆଠଗଡ଼-: କଥା ଦେଇଥିଲେ ସାରା ଜୀବନ ଅପେକ୍ଷା କରିବାକୁ କିନ୍ତୁ କଥା ରଖିଲେନି।ଅଧା ବାଟରୁ ହାତଛାଡି ଚାଲିଗଲେ।ଏ ଜୀବନ ରଖି ଲାଭ କଣ।ସିଏ ମୋତେ ଯେଉଁଠି ଅପେକ୍ଷା କରିଛନ୍ତି ମୁଁ ମଧ୍ୟ ସେଇଠିକି ଚାଲିଯିବି।ଏହା କୌଣସି ନାଟକ କିମ୍ବା ଚଳଚ୍ଚିତ୍ର ର…

ଆଠଗଡ଼ରେ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର

ଆଠଗଡ଼-: ଆଠଗଡ଼ ଥାନା ଅନ୍ତର୍ଗତ କନ୍ଦରପୁର ଗ୍ରାମପଞ୍ଚାୟତ ର ରାଉତରାପୁର କାଜୁ ଜଙ୍ଗଲ ମଧ୍ୟରେ ଆଜି ଅପରାହ୍ନରେ ଜଣେ ଅଜଣା ଯୁବକ ରସି ଲଗାଇ ଆତ୍ମହତ୍ୟା କରିଥିବାର ଜଣାପଡିଛି।ରସିଲଗାଇ ଥିବା କାଜୁ ଗଛ ନିକଟରେ ଏକ ମୋଟର ସାଇକେଲ ନମ୍ବର ଓଆର-୦୫-ଏଡି…

ଆଠଗଡରେ ନିର୍ବାଚନ ପରବତ୍ତୀ ହିଂସା, ଗାଡିଚଢାଇ ମାରିଦେବାକୁ ଉଦ୍ୟମ

ଆଠଗଡ଼ -: ଗାଡ଼ି ଚଢ଼ାଇ କଟକ ଜିଲ୍ଲା ଆଠଗଡ଼ ଏନ୍‌ଏସିର ବିଜେପି ନଗରପାଳ ପ୍ରାର୍ଥୀ ଇଲା ପଣ୍ଡାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଇଲାଙ୍କ ମୁଣ୍ଡ, ଛାତି ଓ ଗୋଡ଼ରେ ଆଘାତ ଲାଗିଥିଲା ବେଳେ ସେ…

ନିର୍ବାଚନ ପ୍ରଚାର ଶେଷ : ଶେଷ ଦିନରେ କଂଗ୍ରେସର ପ୍ରଚାର ଜୋରଦାର

ଆଠଗଡ଼ – : ପୈାର ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଥିଲା ପ୍ରଚାରର ଶେଷ ଦିନ। ଏହି ଅବସରରେ କଂଗ୍ରେସ ଦଳର ପ୍ରାର୍ଥୀଙ୍କ ସମେତ ନେତୃବୃନ୍ଦ ଓ ସମର୍ଥକ ମାନେ କର ବା ମର ନୀତି ଆପଣାଇ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିଲେ…