୩ଜଣ ପୁଲିସଙ୍କୁ ଗୁଳି ମାରି ହତ୍ୟା କଲେ କୃଷ୍ଣସାର ମୃଗ ଶିକାରୀ

ଭୋପାଳ -: ଶୁକ୍ରବାର ରାତିରେ ମଧ୍ୟପ୍ରଦେଶର ଗୁନା ଜିଲ୍ଲା ଅନ୍ତର୍ଗତ ସାଗା ବାର୍ଖେଡ଼ା ଗ୍ରାମରେ କୃଷ୍ଣସାର ମୃଗ ଶିକାରୀମାନେ ୩ଜଣ ପୁଲିସ କର୍ମଚାରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତ ପୁଲିସ କର୍ମଚାରୀମାନେ ହେଲେ, ସବ୍‌-ଇନ୍‌ସ୍‌ପେକ୍ଟର୍‌ ରାଜକୁମାର ଯାଦବ, ହେଡ୍‌ କନେଷ୍ଟବଳ…

error: Content is protected !!
Verified by MonsterInsights