ଧୁର୍ତ୍ତ ମହିଳାଙ୍କ କାରନାମା, ସେୟାର ମାର୍କେଟ ନାଁରେ ଚଳୁ କରିଦେଲେ ୭କୋଟି

ଭୁବନେଶ୍ବର -: ସେୟାର୍ ମାର୍କେଟ୍‌ରେ ଟଙ୍କା ବିନିଯୋଗ କରି ଅଧିକ ସୁଧ ଦେବାର ଲୋଭ ଦେଖାଇ ୭କୋଟି ଟଙ୍କା ଠକେଇ କରିଥିବା ଜଣେ ଧୂର୍ତ୍ତ ମହିଳାଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ। ଅଭିଯୁକ୍ତା ହେଲେ ପର୍ପଲ୍ କ୍ବାଲ୍‌ଭ୍ସ ଫାଇନାନ୍ସିଆଲ୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍‌ର…

ଭୁବନେଶ୍ୱରରେ ମାସକ ମଧ୍ୟରେ ଗଡ଼ିବ ଇ-ବସ୍‌, ଚନ୍ଦ୍ରଶେଖରପୁରରେ ଚାର୍ଜିଂ ଷ୍ଟେସନ୍‌

ଭୁବନେଶ୍ବର -: ମାସକ ମଧ୍ୟରେ ଭୁବନେଶ୍ବରରେ ୧୦ଟି ଇ-ବସ୍‌ ଚଳାଚଳ କରିବ। ଏଥିସହ ୨୦୨୨ରେ ୫୦ଟି ବସ୍‌ ଚଳାଇବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଚନ୍ଦ୍ରଶେଖରପୁରଠାରେ ବସ୍‌ଗୁଡ଼ିକର ଚାର୍ଜିଙ୍ଗ ଷ୍ଟେସନ ହେଇଛି। କ୍ରୁଟ ପକ୍ଷରୁ କରାଯାଇଥିବା ଏହି ଚାର୍ଜିଙ୍ଗ ଷ୍ଟେସନରେ ଏକାଥରେ ୫ଟି…

ବାତ୍ୟାକୁ ନେଇ ଆସିଲା ତାଜା ଖବର, କ’ଣ କହୁଛନ୍ତି ପାଣିପାଗ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଆସନ୍ତୁ ଜାଣିବା

ଭୁବନେଶ୍ବର -: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିଲେ ବି ଏହା ବାତ୍ୟାର ରୂପ ନେବକି ନାହିଁ ସେନେଇ ଚିତ୍ର ଏବେ ବି ଅସ୍ପଷ୍ଟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ।ଏଭଳି…

ଔଷଧୀୟ ମଶାରିର କ୍ରୟ, ବିତରଣ ନେଇ ରୋକ୍ ଲଗାଇଲେ ଓଏଚ୍‌ଆରସି

ଭୁବନେଶ୍ବର -: ଔଷଧୀୟ ମଶାରିକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅଡ଼ୁଆରେ ପଡ଼ିଛି। ଔଷଧୀୟ ମଶାରି ନେଇ ଜାରି ହୋଇଥିବା ଏସ୍‌ଓପିରେ ଅତିକମ୍‌ରେ ୩ବର୍ଷ ପାଇଁ ଏହାର ମୂଲ୍ୟାୟନ/ପରୀକ୍ଷା ଜରୁରୀ ରହିଛି। ମାତ୍ର ଏହାକୁ ଠିକଣା ଢଙ୍ଗରେ ପାଳନ ହେଉ ନ…

ସାମାଜିକ ଯୁବ ସଂଗଠନ ପକ୍ଷରୁ ଜଳଛତ୍ର ଉଦଘାଟନ

ଭୁବନେଶ୍ବର -: ଖରା ଗରମ , ଯେଉଁଆଡ଼େ ଗଲେ ବି କେବଳ ଖରା । ବିଶେଷ କରି ରାଜଧାନୀରେ ପ୍ରବଳ ଖରା ଓ ଗରମ ଜନ ସାଧାରଣ ମାନଙ୍କୁ ଅସ୍ତବ୍ୟସ୍ତ କରି ସାରିଲାଣି । ଏହି ପ୍ରବଳ ଖରାରେ ରାସ୍ତାକଡ଼ ରେ ଯାଉଥିବା…

ଚାଷୀ ପାଇବେ ପୁଣି କାଳିଆ ଟଙ୍କା, ଆପଣ ପଢିନିଅନ୍ତୁ ଆପଣଙ୍କ ପାଇଁ ଏହି ଉପହାର ଅଛି ତ !

ଭୁବନେଶ୍ବର -: ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ଯିବ ବୋଲି ଜଣାଯାଇଛି। ଏହାଦ୍ବାରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଲାଭ ପାଇବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ରାଜଧାନୀ ଏବେ ରକ୍ତରଞ୍ଜିତ, ସ୍ତ୍ରୀକୁ ପିଟିପଟି ହତ୍ୟା କଲା ସ୍ୱାମୀ

ଭୁବନେଶ୍ବର -: ପାରିବାରିକ କଳହକୁ ନେଇ ପୁଣି ରାଜଧାନୀରେ ହତ୍ୟାକାଣ୍ଡ। ଟଙ୍କପାଣି ରୋଡରେ ରହୁଥିବା ଜଣେ ଲୋକ ନିଜ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା। ମୃତକ ହେଲେ ଲିଲି ଦାସ। ଅଭିଯୁକ୍ତ ସ୍ବାମୀ ସୌଭାଗ୍ୟ ରଞ୍ଜନ ଦାସଙ୍କୁ ପୁଲିସ ଗିରଫ କରିଛି।…

ଶ୍ରୀମନ୍ଦିର ପରକ୍ରମା ପ୍ରକଳ୍ପକୁ ନେଇ ଅପରାଜିତାକୁ ସମର୍ଥନ ଜଣାଇଲେ ବିଧାୟକ, ଜୋର ଧରିଲା ରାଜନୀତି

ଭୁବନେଶ୍ୱର -: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ରାଜନୈତିକ ଦଳର ପ୍ରତିକ୍ରିୟା.ମିଳିଛି । ଏଡ଼େ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କହିଛନ୍ତି, କାମକୁ କେହି ବିରୋଧ କରୁନାହାନ୍ତି, ଅନୁମତିକୁ ନେଇ ବିବାଦ ଦେଖା ଦେଇଛି । ଅନୁମତି ଆଣିବା ରାଜ୍ୟ…

ଅଳିଆ ଉଠାଇବା ନାଁରେ ଖାଇଗଲେ ୧୧କୋଟି ,ବିଏମସିରେ ମହାସ୍କାମ

ଭୁବନେଶ୍ୱର -: ରାଜଧାନୀରୁ ଅଳିଆ ଉଠାଇବା ନାଁରେ ୧୧ କୋଟିର ଦୁର୍ନୀତି ମାମଲା ଲୋକୟୁକ୍ତରେ ଶୁଣାଣି ଚାଲିଥିବା ବେଳେ ଆଉ ବର୍ଷରେ ଏଭଳି ଅଳିଆ ପକା ଉଠାରେ ବିଏମ୍‌ସି ଖର୍ଚ୍ଚ କରିଥିବା ୨୪ କୋଟି ଟଙ୍କା ଉପରେ ଆପତ୍ତି ଉଠାଇଛନ୍ତି ଲୋକାଲ…

ଅଫିସର ରାଜର କୁପରିଣାମ ଭୋଗୁଛି ବି.ଏମ୍‌.ସି , ଅଡୁଆରେ ଜନପ୍ରତିନିଧି

ଭୁବନେଶ୍ୱର -: ତିନି ବର୍ଷ ଧରି ବିଏମ୍‌ସିରେ ଚାଲିଥିବା ଅଫିସର ରାଜ୍‌ର ଅନ୍ତ ହେବା ପରେ ଗତ ୯ ତାରିଖ ଠାରୁ ନବ ନିର୍ବାଚିତ ଜନ ପ୍ରତିନିଧିମାନେ ଶାସନ ଡୋର ନିଜ ହାତକୁ ନେଇଛନ୍ତି । ବର୍ଷ ବର୍ଷ ଧରି ନଗର…

error: Content is protected !!