ଶାଳୀ ଓ ସ୍ତ୍ରୀକୁ ହତ୍ୟା କରିବା ପରେ ଶବକୁ ଘରେ ରଖିଥିଲା, ବୁଲୁଥିଲା ସ୍ଥାନୀୟ ଅଞ୍ଚଳରେ

ଭୁବନେଶ୍ୱର : ରାଜଧାନୀରେ ଡବଲ ମର୍ଡର ହୋଇଥିବାର ଖବର ମିଳିଛି । ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନିର ଶିବ ମନ୍ଦିର ନିକଟରେ ଥିବା ଏକ ଘରେ ଦୁଇଜଣ ମହିଳାଙ୍କୁ ହତ୍ୟା କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ସ୍ୱାମୀ ବିଜୟକେତନ ସେଠୀ ତିନି…

ସ୍କୁଲବସକୁ ୪୦ହଜାର ଜୋରମାନା, ଇଏ କେମିତିକା ବସ ଜାଣିଲେ ଅଭିଭାବକଙ୍କ ହୋସ ଉଡିଯିବ …

ଭୁବନେଶ୍ୱର -: ଦୁଇଦିନ ହେଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ମାନେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଗାଡ଼ିଗୁଡ଼ିକୁ ଅଧା ବାଟରେ ଅଟକାଉଛନ୍ତି । ଡ୍ରାଇଭରଙ୍କଠାରୁ ଗାଡ଼ିର କାଗଜପତ୍ର ଯାଞ୍ଚ କରୁଛନ୍ତି । ଯେଉଁ ଗାଡ଼ିଗୁଡ଼ିକର କାଗଜପତ୍ର…

ପିଟିପିଟି ମାରିଦେଲା ପୋଲିସ , ରାଜଧାନୀ ଭୁବନେଶ୍ୱରେ ହାଜତ ମୃତ୍ୟୁ

ଭୁବନେଶ୍ୱର -: ରାଜଧାନୀରେ ହାଜତ ମୃତ୍ୟୁ ଅଭିଯୋଗ । ବଡ଼ଗଡ଼ ଥାନା ପୁଲିସ ହେପାଜତରେ ଥିବା ବେଳେ ଜଣେ ସନ୍ଦିଗ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ, ଖୋର୍ଦ୍ଧା ଜିଲ୍ଲା ଭୂଷଣ୍ଢପୁର ଅଞ୍ଚଳର ପ୍ରଦୀପ କୁମାର ସାହୁ(୪୮) । ଏହି ଘଟଣା…

ବିଶ୍ୱ ପାଳୁଛି ବିଶ୍ୱ ଐତିହ୍ୟ ଦିବସ, ଓଡିଶାର ରାଜଧାନୀରେ ଐତିହ୍ୟ ପୁଷ୍କରିଣୀ ଅବହେଳିତ

ଭୁବନେଶ୍ୱର -: ପ୍ରତିବର୍ଷ ଏପ୍ରିଲ ୧୮ ତାରିଖରେ ପାଳନ ହେଉଛି ବିଶ୍ୱ ଐତିହ୍ୟ ଦିବସ । ସଭା ସମିତି ଭାଷଣବାଜିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜିତ ହେଉଛି । ହେଲେ ଐହିହ୍ୟସ୍ଥଳ ଓ ଐତିହ୍ୟ ପୁଷ୍କରିଣୀର ସୁରକ୍ଷା ତଥା ସଂରକ୍ଷଣ ଦିଗରେ ସେତେଟା…

ଦାୟିତ୍ୱହୀନ ବିଏମସି ! ବାୟୋ ମାଇନିଂ ପ୍ରକଳ୍ପ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି

ଭୁବନେଶ୍ୱର -: ନାନା କଳ୍ପନାଜଳ୍ପନା, ବାଦବିବାଦ ପରେ ଜାନୁଆରି ଶେଷ ସୁଦ୍ଧା ଭୁଆସୁଣିରେ ବାୟୋମାଇନିଂ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାକୁ ଯୋଜନା ହୋଇଥିଲା । କେବଳ ଯୋଜନା ହୋଇନଥିଲା ବରଂ ଦୁଇଟି ସଂସ୍ଥାଙ୍କ ସହ ଚୁକ୍ତିନାମା କରିଥିଲା ବିଏମ୍‌ସି । ଉଭୟ ସଂସ୍ଥା…

ପଦାରେ ପଡିଲା କମିଶନରେଟ ପୋଲିସର ପାରିବା ପଣିଆ, କଟୁରି ଗ୍ୟାଙ୍ଗ ମୁଖିଆ ରାଜେଶ ଗଲା କୁଆଡେ

ଭୁବନେଶ୍ୱର -: ଗତ କିଛି ଦିନ ହେଲା ରାଜଧାନୀରେ ଲୁଟ୍‌ପାଟ୍ କରି ଆତଙ୍କ ଖେଳାଇ ଚାଲିଥିବା କଟୁରି ଗ୍ୟାଙ୍ଗ୍ ମୁଖିଆ କୁଖ୍ୟାତ୍ ରାଜେଶ ମହାପାତ୍ର ଆଜି ଅଳ୍ପକେ ପୁଲିସ ପଞ୍ଝାରୁ ଖସିଯାଇଛି । ରାଜେଶକୁ ଧରିବା ପାଇଁ କମିସନେରଟ୍ ପୁଲିସ କରିଥିବା…

ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇଛନ୍ତି ଲୁଟେରା, ଏଭଳି ଲୁଟ୍ ରାଜ୍ୟରେ ପ୍ରଥମ

ଭୁବନେଶ୍ୱର -: ରାଜଧାନୀ ଉପକଣ୍ଠ ଶିଶୁପାଳଗଡ଼ର ଇନ୍ଦିରା କଲୋନିରେ ଥିବା ଏକ ଏସବିଆଇ ଏଟିଏମକୁ କାଟି ନେଇ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଥିବା ଘଟଣା ରାଜଧାନାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଏଭଳି ଘଟଣା ରାଜ୍ୟରେ ପ୍ରଥମ ବୋଲି କୁହାଯାଉଛି ।…

error: Content is protected !!