ରୁଚିକା ମହାନ୍ତିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ନବ ନିର୍ମାଣ କୃଷକ, ଯୁବ, ଛାତ୍ର ସଂଗଠନ ପକ୍ଷରୁ ଓଡିଶା ବନ୍ଦ

ଜଗତସିଂହପୁର (ଜ୍ୟୋତି ରଞ୍ଜନ ପରିଡା) -: ବିଜେବି କଲେଜଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ଦୋଷୀକୁ ତୁରନ୍ତ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ଦାବିରେ ନବନିର୍ମାଣ କୃଷକ ସଙ୍ଗଠନ ଓ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଓଡିଶା ବନ୍ଦ ସଫଳ କରିବା…

କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ପ୍ରସଙ୍ଗ: ବାଚସ୍ପତିଙ୍କ ରୁଲିଂ, ବିଧାନସଭାରେ ବିବୃତି ରଖିବେ ଗୃହ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ବର -: ରାଗିଙ୍ଗର ଶିକାର ହୋଇ ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ବାଚସ୍ପତି ରୁଲିଂ ଦେଇଛନ୍ତି। ଆଜିର ଗୃହକାର୍ଯ୍ୟ ଶେଷ ହେବା ପୂର୍ବରୁ ଗୃହରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବିବୃତି ରଖିବା ପାଇଁ ଲାଗି ବାଚସ୍ପତି ବିକ୍ରମ କେଶରୀ ଆରୁଖ…

error: Content is protected !!