ସ୍ମୃତି ପବନ ମୁହାଁମୁହଁ , ସ୍ମୃତିଙ୍କ ୧୮ବର୍ଷର ଝିଅକୁ ନେଇ ମହାଭାରତ

ନୂଆଦିଲ୍ଲୀ -: ଗତକାଲି ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ନେତା ପବନ ଖେଡା ସ୍ମୃତି ଇରାନୀଙ୍କ ଝିଅଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ, ଗୋଆରେ ଥିବା ରେସ୍ତୋରାଁଟି ସ୍ମୃତି ଇରାନୀଙ୍କର ୧୮ବର୍ଷର ଝିଅଙ୍କ ନାମରେ ଚାଲିଛି। ଏହା…