ବ୍ଲଡ ପ୍ରେସରକୁ କିପରି ରଖିବେ ନିଜ ନିୟନ୍ତ୍ରଣରେ, ହାର୍ଟଆଟାକକୁ କରନ୍ତୁ ବାଏ ବାଏ …

ଆଜିର ସମୟରେ ରକ୍ତଚାପ ଏକ ବହୁତ ବଡ ସମସ୍ୟା ପାଲଟିଛି। ଯେତେବେଳେ ରକ୍ତର ଧମନୀଗୁଡିକର ପ୍ରେସର ୧୪୦/୯୦ ପର‌୍ୟ୍ୟନ୍ତ ବୃଦ୍ଧି ପାଇଯାଏ ସେତେବେଳେ ଏହାକୁ ହାଇ-ବ୍ଲଡପ୍ରେସର ବୋଲି କୁହାଯାଇଥାଏ । ଏହାଦ୍ୱାରା ବ୍ରେନ ଷ୍ଟ୍ରୋକ, ହାର୍ଟ , କିଡନୀ ଏବଂ ମୋତିଆବିନ୍ଦୁ…