ଚୀନ୍‌ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ଭୟଙ୍କର ରୋଗରେ ପିଡିତ, ମେଡିକାଲରେ ଭର୍ତ୍ତି

ବେଜିଙ୍ଗ୍‌ -: ‘ବ୍ରେନ୍‌ ଆଜିୟୁରିଜମ୍‌’ରେ ଆକ୍ରାନ୍ତ ହେବାରୁ ୨୦୨୧ ‌ଶେଷ ଆଡ଼କୁ ଚୀନ୍‌ର ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ରିପୋର୍ଟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଉଲ୍ଲେଖଯୋଗ୍ୟ, ମସ୍ତିଷ୍କ ମଧ୍ୟରେ ଧମନୀ ଫୁଲି ଡେମ୍ପରୁ କୋଳିଟିଏ ଓହଳିବା ପରି ଦିଶିବାକୁ…

error: Content is protected !!