‘ଅସାନୀ’ ପ୍ରଭାବରେ ସମୁଦ୍ର କୂଳକୁ ଭାସି ଆସିଲା ସୁନା ରଥ

ଶ୍ରିକାକୁଲମ -: ସମୁଦ୍ର କୂଳକୁ ଭାସି ଆସିଲା ସୁନା ରଥ ! ସାମୁଦ୍ରିକ ବାତ୍ୟା ‘ଅସାନୀ’ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଆନ୍ଧ୍ରପ୍ରଦେଶର ଶ୍ରିକାକୁଲମ ଜିଲ୍ଲାର ସନ୍ଥବମାଲି କୂଳକୁ ଏକ ସୁନାର ରଥ ସଦୃଶ  ଡଙ୍ଗା ଭାସି ଆସି ଥିବା…

ବଜାରରୁ ଆଳୁ ଗାଏବ, କଳାବଜାରୀଙ୍କ ପାର୍ଦୁଭାବ

ଭୁବନେଶ୍ବର -: ଗତ ପ୍ରାୟ ଏକ ସପ୍ତାହ ହେଲା ବାତ୍ୟା ‘ଅସାନି’ ବାବଦରେ ପାଣିପାଗ ବିଭାଗ ଲୋକଙ୍କୁ ସୂଚନା ଦେଇଆସୁଛି। ଓଡ଼ିଶାକୁ ବାତ୍ୟା ଭୟ ନାହିଁ ବୋଲି ଗଣମାଧ୍ୟମରେ ଘନଘନ ପ୍ରଚାର ବି ହେଉଛି। ଜୋର୍‌ରେ ପବନ ବହିବ ନାହିଁ, କେବଳ…

ସାମୁଦ୍ରିକ ବାତ୍ୟା ‘ଅସାନି’ ପୁରୀର ଦକ୍ଷିଣ ଦିଗକୁ ୬୫୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ଉପରେ ରହିଛି

ପୁରୀ/ଭୁବନେଶ୍ବର -: ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ସମ୍ପ୍ରତି ପୁରୀର ଦକ୍ଷିଣ ଦିଗକୁ ୬୫୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ଉପରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ୧୩ ନମ୍ବର ବୁଲେଟିନ୍‌ରୁ ଜଣାପଡ଼ିଛି। ଉକ୍ତ ବୁଲେଟିନ୍‌ ଅନୁସାରେ, ଦକ୍ଷିଣପୂର୍ବ ଏବଂ ସଂଲଗ୍ନ…

ଓଡିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା, ଭୟ କରିବାର କିଛି ନାହିଁ !

ଭୁବନେଶ୍ବର -: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟ ଡିପ୍ରେସନ (ଅବପାତ) ଆସନ୍ତା ୮ ତାରିଖ ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା କୁହାଯାଇଛି। ପାଣିପାଗ ବିଭାଗ…

୧୦ରେ ଆନ୍ଧ୍ର-ଓଡ଼ିଶା ଉପକୂଳ ଅତିକ୍ରମ କରିବ, କେଉଁଠି ସ୍ଥଳଭାଗ ଛୁଇଁବ ‌ଏବେ ବି ଅସ୍ପଷ୍ଟ : ଆସନ୍ତାକାଲି ବାତ୍ୟା

ଭୁବନେଶ୍ବର -: ଗତକାଲି ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ସକାଳୁ ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର…

ବାତ୍ୟାକୁ ନେଇ ଆସିଲା ତାଜା ଖବର, କ’ଣ କହୁଛନ୍ତି ପାଣିପାଗ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଆସନ୍ତୁ ଜାଣିବା

ଭୁବନେଶ୍ବର -: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିଲେ ବି ଏହା ବାତ୍ୟାର ରୂପ ନେବକି ନାହିଁ ସେନେଇ ଚିତ୍ର ଏବେ ବି ଅସ୍ପଷ୍ଟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ।ଏଭଳି…

 ଦାନା ବାନ୍ଧୁଛି ବାତ୍ୟା ! ଓଡିଶା ଉପକୂଳରେ କରିପାରେ ଲ୍ୟାଣ୍ଡଫଲ୍

ନୂଆଦିଲ୍ଲୀ -:  ଦାନା ବାନ୍ଧୁଛି ବାତ୍ୟା । ସ୍ଥିତି ବି ଅନୁକୂଳ । ଯଦି  ପ୍ରାକ୍‌ ଆକଳନ ଠିକ୍‌ ହୁଏ, ତେବେ ଆସନ୍ତା ମେ’ ୧୦ ତାରିଖବେଳକୁ ଆସିପାରେ ଆଉ ଏକ ଗ୍ରୀଷ୍ମକାଳୀନ ବାତ୍ୟା । ଏହି ଖରାଦିନିଆ ସମ୍ଭାବ୍ୟ ବାତ୍ୟା…