କାନ୍ସ ଫିଲ୍ମ ଫେଷ୍ଟିଭାଲ ୨୦୨୨, ଜୁରୀ ଭାବେ ନଜର ଆସିବେ ଦୀପିକା

କାନ୍ସ ଫିଲ୍ମ ଫେଷ୍ଟିଭାଲ ୨୦୨୨ ଆରମ୍ଭ ହୋଇଯାଇଛି। ଏହି ମହୋତ୍ସବରେ ଯୋଗ ଦେବା ପାଇଁ ବଲିଉଡର ନାମୀଦାମୀ କଳାକାର ପହଞ୍ଚିଛନ୍ତି। ଚଳିତବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲ ଭାରତ ପାଇଁ ଖାସ୍‌ ରହିଛି। ଭାରତକୁ ଏଥର ‘କଣ୍ଟ୍ରି ଅଫ୍‌ ଅନର’ରେ ସମ୍ମାନିତ କରାଯିବ।…