ନରସିଂହପୁର ଗୁଳିବିଦ୍ଧ ହାତୀ ମୃତ୍ୟୁ ଘଟଣା, ସନ୍ଦେହରେ ୬ ଅଟକ : ଚାଲିଛି ମାରାଥନ ଜେରା

ନରସିଂହପୁର -: ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ପକ୍ଷରୁ ଗୁଳିବିଦ୍ଧ ହାତୀ ମୃତ୍ୟୁ ଘଟଣାରେ ୬ଜଣଙ୍କୁ ଅଟକ ରଖି ମାରାଥନ ଜେରା କରାଯାଉଛି। ଏହି ଘଟଣାରେ ବନ ବିଭାଗ ପକ୍ଷରୁ ଗଠନ କରାଯାଇଥିବା ସ୍ୱତନ୍ତ୍ର ଦଳ ଗତକାଲି ସନ୍ଦେହରେ ନରସିଂହପୁର ଅଞ୍ଚଳରୁ ୪ଜଣଙ୍କୁ…

ବାଙ୍କୀ ନିକଟସ୍ଥ ମହାନଦୀରେ ଫସି ରହିଛନ୍ତି ୨ ହାତୀ

କଟକ/ବାଙ୍କୀ –: ମହାନଦୀରେ ଫସି ରହିଛନ୍ତି ୨ ହାତୀ। ଗତକାଲି ବିଳମ୍ବିତ ରାତ୍ରୀରେ ଆଠଗଡ ବନଖଣ୍ଡ ପଟରୁ ମହାନଦୀ ପାରି ହୋଇ ଭାଗୀପୁର ନିକଟରେ ଦୁଇ ହାତୀ (ଗୋଟିଏ ଦନ୍ତା ସହ) ଡମପଡା ଚନ୍ଦକା ଅଭୟାରଣ୍ୟକୁ ଆସୁଥିଲେ। ସକାଳ ହୋଇଯିବାରୁ ଆଉ ଯାଇ…

ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ,ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ନନ୍ଦ’

ବାରଙ୍ଗ -: ଚନ୍ଦକା ଅଭୟାରଣ୍ୟ ଗୋଡ଼ିବାରିଠାରେ ପୋଷା ଦନ୍ତା ହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି।, ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି। ସୂଚନାଯୋଗ୍ୟ, ଶନିବାର ଟଳିପଡ଼ିଥିଲା ପୋଷା ଦନ୍ତା ହାତୀ ‘ନନ୍ଦ’। ଛାଟି ପିଟି ହୋଇ ଉଠିବାକୁ ଚେଷ୍ଟା…

କାଦୁଅରେ ଫସି ଗଜରାଜ ଗୁରୁତର, ଉଦ୍ଧାର କଲା ବନ ବିଭାଗ

କଳାହାଣ୍ଡି (ଜଗୁଲାଲ ମାଝୀ) -:  କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ବନାଞ୍ଚଳ ଅଧୀନରେ ଥିବା ମୂଷାନାଳ ସେକ୍ସନର ସିମେଲପଦର ଗାଁ ନିକଟରେ ଥିବା ଧାନ ଚାଷ ଜମିରେ ଏକ ଦେଢ଼ ବର୍ଷର ମାଈ ହାତୀ ଛୁଆ ପଡି ଗୁରୁତର ହୋଇଥିବା…

error: Content is protected !!
Verified by MonsterInsights