ନିୟମିତ ବ୍ୟବହାର କରାଯାଉଥିବା ଖାଦ୍ୟ ସାମଗ୍ରୀ ଉପରେ ଲାଗିବନି ଜିଏସଟି  … !

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କ ଘରେ ନିୟମିତ ବ୍ୟବହାର କରାଯାଉଥିବା ଖାଦ୍ୟ ସାମଗ୍ରୀ ଉପରେ ଜିଏସଟି ଲାଗିବା ପରେ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହା ସହ କେନ୍ଦ୍ର ସରକାରଙ୍କୁ ଏନେଇ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏଭଳି ବିବାଦ ମଧ୍ୟରେ ଟ୍ବିଟ କରି…