ଖୋଲିଲା ହୀରାକୁଦ ଡ୍ୟାମର ୧୪ଟି ଗେଟ୍‌, ୧୪ ଜିଲ୍ଲାକୁ ସତର୍କତା ଜାରି

ସମ୍ବଲପୁର -: ଛତିଶଗଡ଼ରେ ପ୍ରବଳ ବର୍ଷା । ଫୁଲୁଛି ମହାନଦୀ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଖୋଲିଲା ହୀରାକୁଦ ଡ୍ୟାମର ୧୪ଟି ଗେଟ୍‌ । ବାମପାର୍ଶ୍ୱରୁ ୮ଟି ଓ ଡାହାଣ ପାର୍ଶ୍ୱରୁ ୬ଟି ଗେଟ୍‌ ଖୋଲିଛି। ଏଥିପାଇଁ ମହାନଦୀ ଅବବାହିକା ୧୪…