ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର : ୨୦୪ ଟ୍ରେନ୍ ବାତିଲ୍

ନୂଆଦିଲ୍ଲୀ : ପ୍ରତିଦିନ ଦେଶର ଲକ୍ଷାଧିକ ଯାତ୍ରୀ ଟ୍ରେନ ସେବାର ଲାଭ ଉଠାଇ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚୁଛନ୍ତି । ଏପରି ପରିସ୍ଥିତିରେ ରେଳବାଇ ଦେଶର ଲାଇଫଲାଇନ୍ ଭାବେ ଗଣନା କରାଯାଉଛି । ହୋଲି ଉତ୍ସବ ପରେ ଲୋକମାନେ ପୁଣିଥରେ ନିଜ…