ଜମ୍ମୁକାଶ୍ମୀରରେ କ୍ରମାଗତ ଆତଙ୍କବାଦୀଙ୍କ ବର୍ବରତା, ଟିଭି ଅଭିନେତ୍ରୀଙ୍କୁ ହତ୍ୟା, ୧୦ ବର୍ଷର ଶିଶୁକୁ ଗୁଳିକଲେ ଆତଙ୍କବାଦୀ

ନୂଆଦିଲ୍ଲୀ -: ଜମ୍ମୁକାଶ୍ମୀରରେ ଟାର୍ଗେଟ ହତ୍ୟା ବନ୍ଦ ହେବାର ନା ଧରୁନି । ଆତଙ୍କବାଦୀମାନେ ଏବେ ମହିଳା ଓ ଶିଶୁମାନଙ୍କୁ ମଧ୍ୟ ଟାର୍ଗେଟ କରିବା ଆରମ୍ଭ କରିଦେଇଛନ୍ତି । ଲଗାତାର ୨ୟ ଦିନରେ ଘାଟିରେ ହିଂସା ଦେଖିବାକୁ ମିଳିଛି । ଆତଙ୍କବାଦୀ ପୁଣି…

error: Content is protected !!