ପିଟି ପିଟି ହତ୍ୟା ପରେ ଅଖାରେ ଭର୍ତ୍ତି କରି ନଦୀକୁ ଫିଙ୍ଗିଥିଲେ, ଦୁଇ ଦୋଷୀଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ରାୟଗଡ଼ା: ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା ପରେ ଅଖାରେ ଭର୍ତ୍ତି କରି ନଦୀକୁ ଫିଙ୍ଗିଦେବା ମାମଲାର ଶୁଣାଣି କରି ରାୟ ପ୍ରକାଶ କରିଛନ୍ତି ରାୟଗଡ଼ା ଅତିରିକ୍ତ ଜିଲ୍ଲା ଦୌରାଜଜ୍ ରୀନା ଚୌଧୁରୀ। ହତ୍ୟାକାଣ୍ଡରେ ସଂପୃକ୍ତ ଦୁଇ ଦୋଷୀ…