କାବୁଲରେ ଭୟଙ୍କର ବଷ୍ଫୋରଣ,୮ ମୃତ : ବିସ୍ଫୋରଣ ପାଇଁ ଦାୟୀ ‘ଆଇଏସ୍‌’

କାବୁଲ -: ଶୁକ୍ରବାର ଦିନ ଆଫଗାନିସ୍ତାନର ପଶ୍ଚିମ କାବୁଲ୍‌ ଅନ୍ତର୍ଗତ ଏକ ଆବାସିକ ଅଞ୍ଚଳରେ ବିସ୍ଫୋରଣ ଘଟିବାରୁ ଅନ୍ୟୂନ ୮ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ୧୮ଜଣ ଆହତ ହୋଇଥିବା କଥା ପୁଲିସ କହିଛି। ଜନଗହଳି ସ୍ଥାନରେ ଉକ୍ତ ବିସ୍ଫୋରଣ ଘଟିଛି…

error: Content is protected !!