ଖଣ୍ଡପଡା -: ନୟାଗଡ଼ ଜିଲ୍ଲା ଖର୍ଡପଡ଼ା ବ୍ଲକ ବନମାଳିପୁର ପଞ୍ଚାୟତ ଅଧୀନ ସୋମନାଥ ମନ୍ଦିର ପ୍ରାଙ୍ଗଣରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ଆଜି ଅପରାହ୍ନରେ ନିର୍ବାଚନମଣ୍ଡଳୀସ୍ତରୀୟ ଜନସମ୍ପର୍କ ପଦଯାତ୍ରା ଅବସରରେ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ସ୍ଥାନୀୟ…