ଫାଇନାଲରେ ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସ, ହରିୟାଣାକୁ କରିବ ମୁକାବିଲା

ନୂଆଦିଲ୍ଲୀ -: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷେ୍ନାଠାରେ ଚାଲିଥିବା ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍ ଫାଇନାଲରେ ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସ ଦମ୍‌ଦାର ପ୍ରଦର୍ଶନ କରିଛି । ମଙ୍ଗଳବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ସ୍ପୋର୍ଟସ ଅଥରିଟି ଅଫ୍ ଇଣ୍ଡିଆକୁ ପରାସ୍ତ କରି…