ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ବର୍ଜନ, ବିଶ୍ବବିଦ୍ୟାଳୟ ପରିସରରେ ଚାପା ଉତ୍ତେଜନା

କଟକ -: ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ପରୀକ୍ଷା ବନ୍ଦ କରାଯିବା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଶତାଧିକ ଛାତ୍ରଛାତ୍ରୀ। କ୍ୟାମ୍ପସରେ ଏକାଧିକ ଶିକ୍ଷକ କରୋନା ପଜିଟିଭ ବାହାରିବା ପରେ ଆଜି ପରୀକ୍ଷା ବର୍ଜନ କରିଛନ୍ତି ଛାତ୍ରଛାତ୍ରୀ। ଫଳରେ ବିଶ୍ବବିଦ୍ୟାଳୟ ପରିସରରେ ଚାପା ଉତ୍ତେଜନା…

error: Content is protected !!
Verified by MonsterInsights