ଅଣକଳାକାରଙ୍କୁ ମିଳୁଛି କଳାକାର ଭତ୍ତା, PC କାରବାର ନେଇ ଉଠିଲା ଅଭିଯୋଗ

ଖୋର୍ଦ୍ଧା -: ବୋଲଗଡ଼ ବ୍ଲକର BKSS ଉପସଭାପତି ଲାଞ୍ଚ ନେଉଥିବା ନେଇ ଅଭିଯୋଗ ହୋଇଛି। କଳାକାର ପ୍ରମାଣପତ୍ର ସହିତ ଭତ୍ତା କରାଇ ଦେବାକୁ କହି ଅଣକଳାକାରଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗ କରିଛନ୍ତି ଲୋକେ। ଏ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ପ୍ରକୃତ ହିତାଧିକାରୀ।…

କୋମାରେ ଗଣଶିକ୍ଷା ବିିଭାଗ, ଗାଁ ଲୋକେ ଚାନ୍ଦା କରି ନିଯୁକ୍ତି କଲେ ଶିକ୍ଷକ

ଗଞ୍ଜାମ -: ସମଗ୍ରଶିକ୍ଷା ଅଭିଯାନ, ମଧ୍ୟାହ୍ନ ଭୋଜନ, ସ୍ମାର୍ଟସ୍କୁଲ୍ ପରିକଳ୍ପନା ଓ ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରୀକରଣ ଯୋଜନାରେ ସରକାର କୋଟି କୋଟି ଟଙ୍କା ପାଣି ପରି ଖର୍ଚ୍ଚ କରୁଛନ୍ତି । ହେଲେ ଏହାରି ଭିତରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମରୁ ଚକିତ…

ସବୁ ମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ, ନବୀନଙ୍କ ୫ମ ପାଳିକୁ ୩ବର୍ଷ …

ଭୁବନେଶ୍ୱର -: ମେ’ ୨୯ରେ ନବୀନଙ୍କ ୫ମ ପାଳିକୁ ୩ବର୍ଷ ପୂରିବ । ଅନେକ ମନ୍ତ୍ରୀ ବିବାଦ ଘେରକୁ ଆସିଥିଲେ ମଧ୍ୟ ସେମାନଙ୍କର ପଦବି ଆଜି ପର୍ଯ୍ୟନ୍ତ ସୁରକ୍ଷିତ ରହିଛି । ପୂର୍ବରୁ ଦୁଇ ତିନି ବର୍ଷରେ ନବୀନ ମନ୍ତ୍ରିମଣ୍ଡଳ ଅଦଳବଦଳ…

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର -: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଜାରି ରହିଛି। ବୁଧବାର ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୬ ଜଣ…

error: Content is protected !!