ତିନିଟି ଅକ୍ଷରର ମିଶ୍ରଣ ହେଉଛି ଓଁ , ଆସନ୍ତୁ ଜାଣନ୍ତୁ ଏହି ତିନୋଟି ଅକ୍ଷର ବିଷୟରେ

ଓଁ ଶବ୍ଦରେ ସାରା ବିଶ୍ୱ ବ୍ରହ୍ମାଣ୍ଡ ଲୁଚି ରହିଛି । ଓଁ ଧ୍ୱନି ସାରା ବିଶ୍ୱରେ ଗୁଞ୍ଜରଣ ହୋଇଥାଏ । ସେଥିପାଇଁ ଓଁ ଉଚ୍ଚାରଣ ଦ୍ୱାରା ସକାରାତ୍ମକ ଉର୍ଜା ସଞ୍ଚାର ହୋଇଥାଏ । ଏହି ଧ୍ୱନି ମନୁଷ୍ୟର ଶ୍ରବଣ କ୍ଷମତା ଠାରୁ…