ଆଜି ଦୁବାଇରେ ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଶ୍ରୀଲଙ୍କା-ପାକିସ୍ତାନ

କିଏ ହାତେଇବ ଏସିଆ କପ୍‌ ? ଦୁବାଇରେ ଆଜି ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଶ୍ରୀଲଙ୍କା-ପାକିସ୍ତାନ । ପୂରା ଟୁର୍ଣ୍ଣାମେଣ୍ଟର ଭଲ ପ୍ରଦର୍ଶନ କରିଛି ଶ୍ରୀଲଙ୍କା । ସୁପର ୪ରେ ସମସ୍ତ ୩ଟି ଯାକ ମ୍ୟାଚ୍‌ ଜିତି ଫାଇନାଲରେ ପ୍ରବେଶ କରିଛି…

error: Content is protected !!