ନୂଆ ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ସଜେଇ ହେଉଛି ପାର୍ଲାମେଣ୍ଟ : ୧୮ରେ ନିର୍ବାଚନ, ୨୧ରେ ଫଳାଫଳ, ୨୫ରେ ଶପଥ ଗ୍ରହଣ

ନୂଆଦିଲ୍ଲୀ -: ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ। ଜୁଲାଇ ୨୧ରେ ଭୋଟ୍‌ ଗଣତି ହେବ। ଜୁଲାଇ ୨୫ ତାରିଖରେ ନୁଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ। ନିର୍ବାଚନ କମିସନ ଆଜି ଏହା ଘୋଷଣା କରିଛନ୍ତି। ଜୁଲାଇ ୨୪ରେ…