ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର : ମୁମ୍ବାଇରେ ୧୨ଟଙ୍କା, ଜାଣନ୍ତୁ କେଉଁ ସହରରେ କେତେ ରହିଛି ଦାମ୍‌

ନୂଆଦିଲ୍ଲୀ : ନିର୍ବାଚନକୁ ଦୃଷ୍ଟିରେ ରଖି ତୈଳ ଦରରେ ଲଗାମ ଲାଗିଥିଲା । ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା । ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ସରିବା ପରେ ଏବେ ବଢ଼ିଲା ତୈଳ ଦର । ଟଙ୍କାଏ…