୨୬ ବିଧାୟକ ଗାଏବ ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି , ଗଲେ କୁଆଡେ

ମୁମ୍ବାଇ -: ସୋମବାର ବିଧାନ ପରିଷଦ ନିର୍ବାଚନ ପରେ ପରେ ଶିବସେନାର ବରିଷ୍ଠ ନେତା ତଥା ମହାରାଷ୍ଟ୍ର ନଗର ଉନ୍ନୟନ ମନ୍ତ୍ରୀ ଏକନାଥ ସିନ୍ଧେ ଦଳର  ୨୬ ଜଣ ବିଧାୟକଙ୍କ ସହ ମିଶି ରାଜ୍ୟ ବାହାରକୁ ଚାଲି ଯିବା ପରେ ସାରା ରାଜ୍ୟରେ…