ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଗିରଫ ଦାବି, ଥାନାରେ ଏତଲା ଦେଲା କୁଇକୁଳ ସମାଜ …

କନ୍ଧମାଳ/ଦାରିଙ୍ଗବାଡ଼ି -: ଆଦିବାସୀଙ୍କ ବିଷୟରେ ଅପମାନସୂଚକ ମନ୍ତବ୍ୟ ଦେଇଥିବା ଅଭିଯୋଗ କରି ପୁରୀ ଗୋବର୍ଦ୍ଧନପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଗିରଫ ଦାବିରେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି କୁଇକୁଳ ସମିତି ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ ଦିଆଯାଇଛି। ଏକ ଓଡ଼ିଆ ଟିଭି ଚ୍ୟାନେଲରେ…

error: Content is protected !!