ମାର୍ଚ୍ଚ ୩୧ ଗୁରୁବାର ରାଶିଫଳ – ଏହି ରାଶିଧାରୀଙ୍କ ଭାଗ୍ୟରେ ଧନ ପ୍ରାପ୍ତିର ଯୋଗ

ମେଷ -: ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବୃଷ -:…

ମାର୍ଚ୍ଚ ୩୦ ବୁଧବାର ରାଶିଫଳ – ଏହି ରାଶିଧାରୀଙ୍କ ଭାଗ୍ୟରେ ଧନ ପ୍ରାପ୍ତିର ଯୋଗ

ମେଷ -: ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ । ବୃଷ -: ବନ୍ଧୁ ମିଳନରେ…

ମାର୍ଚ୍ଚ ୨୯ ମଙ୍ଗଳବାର ରାଶିଫଳ – ଏହି ରାଶିଧାରୀଙ୍କ ଭାଗ୍ୟରେ ଧନ ପ୍ରାପ୍ତିର ଯୋଗ

ମେଷ -: ଏକାନ୍ତରେ ମୌନ ରହି ତପ ସାଧନାରେ ବ୍ରତୀ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ରାଜଯୋଗ ପ୍ରାପ୍ତିର ସୌଭାଗ୍ୟ ଅଛି । ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ । ମଧୁରଭାଷୀ ହେବେ । ବୃଷ -: ସୁସ୍ଥ ଓ…

ମାର୍ଚ୍ଚ ୨୮ ସୋମବାର ରାଶିଫଳ – ଏହି ରାଶିଧାରୀଙ୍କ ଭାଗ୍ୟରେ ସରକାରୀ ଧନ ପ୍ରାପ୍ତି ହେବ

ମେଷ : ପରୋପକାରରେ ସର୍ବଦା ତତ୍ପର ରହିବେ । ଦେବତୁଲ୍ୟ ପୂଜ୍ୟ ହେବେ । ଭାଗ୍ୟବାନ୍ ହେବେ । ଶତ୍ରୁ ବିଜୟୀ ହୋଇପାରନ୍ତି । ଚତୁର ହେବେ । ଜନବଲ୍ଲଭ ହେବେ । ଆର୍ôଥକ ସ୍ଥିତି ଦୃଢ଼ ରହିବ । ବୃଷ…

ମାର୍ଚ୍ଚ ୨୭ ରବିବାର ରାଶିଫଳ – ଏହି ରାଶିଧାରୀଙ୍କ ଭାଗ୍ୟରେ ଧନର ବର୍ଷା ହେବ

ମେଷ -: ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ଦିନ ଭିତରେ ଯାହା ଘଟଣା ଘଟିବ, ତାହା ସୁଖକର ହେବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ସୁଷମ ଖାଦ୍ୟରେ ଆପ୍ୟାୟିତ ହେବେ । ବୃଷ -: ସୁଖ-ସମ୍ମାନ ଲାଭ…

ମାର୍ଚ୍ଚ ୨୬ ଶନିବାର ରାଶିଫଳ – ଏହି ରାଶିଧାରୀଙ୍କର ଅଷ୍ଟମରେ ଚନ୍ଦ୍ର ସତର୍କ ରୁହନ୍ତୁ

ମେଷ -: ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ । ବୃଷ -: ବନ୍ଧୁ ମିଳନରେ…

ମାର୍ଚ୍ଚ ୨୫ ଶୁକ୍ରବାର ରାଶିଫଳ – ଏହି ରାଶିଧାରୀଙ୍କର ଧନ ଲାଭ, ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

ମେଷ: ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ସନ୍ତାନଠୁଁ ଖୁସି ଖବର ପାଇବେ । ଜୀବନସାଥୀଙ୍କ ସହ ଲାଗି ରହିଥିବା ମନାନ୍ତର ଦୂର ହୋଇଯିବ । ବୃଷ: ସ୍ଥଗିତ କାମ ସଂପୂର୍ଣ୍ଣ ହୋଇଯିବ । ସରକାରୀ ଚାକିରିଆଙ୍କ କାମରେ…

ମାର୍ଚ୍ଚ ୨୩ ବୁଧବାରର ରାଶିଫଳ – ଏହି ରାଶିଧାରୀଙ୍କର ଧନ ଲାଭ, ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

ମେଷ -ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ôଥକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ ଓ ତେଜସ୍ୱୀ ହେବେ । ବୃଷ – ଦାନଶୀଳ…

କେମିତି କଟିବ ଆପଣଙ୍କ ଦିନ(ମାର୍ଚ୍ଚ ୨୨ ମଙ୍ଗଳବାର), ରାଶିଫଳରୁ ଜାଣନ୍ତୁ ଭାଗ୍ୟରାଶି

ମେଷ -: ପ୍ରଖର ମାନସିକତାରେ ଦୁରୂହ କାର୍ଯ୍ୟ ସମ୍ପାଦନ କରିବାରେ ସିଦ୍ଧହସ୍ତ ହେବେ । ପ୍ରଚୁର ଅର୍ଥାଗମର ସୂଚନା ମିଳୁଛି । ସ୍ୱକୁଳ ପ୍ରଧାନ ହୋଇପାରନ୍ତି । ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ । ସୁସ୍ଥ ରହିବେ । ବୃଷ…

କେମିତି କଟିବ ଆପଣଙ୍କ ଦିନ(ମାର୍ଚ୍ଚ ୨୧ ସୋମବାର), ରାଶିଫଳରୁ ଜାଣନ୍ତୁ ଭାଗ୍ୟରାଶି

ମେଷ -: ଉପଯୁକ୍ତ କର୍ମାନୁରକ୍ତ ହେବେ । ଯଶସ୍ୱୀ ହେବେ । ଧନଶାଳୀ ହୋଇପାରନ୍ତି । ସଙ୍ଗୀତପ୍ରିୟ ହେବେ । ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁଖହାନି ଘଟିବାର ସମ୍ଭାବନା ଅଛି । ବୃଷ -: ବୁଦ୍ଧିମାନ୍ ହେବେ…