ଆର୍‌ ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ: କୋଲକାତା ଆର୍‌ ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଆଜି ସିବିଆଇ ଗିରଫ କରିଛି। ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବିଭିନ୍ନ ଆର୍ଥିକ ଅନିୟମିତତା ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଛି।…

error: Content is protected !!
Verified by MonsterInsights