ଇଞ୍ଜିନିୟରିଂ ଛାତ୍ରୀ ସ୍ୱିଟି ରଏ ନିଖୋଜ ଘଟଣା, ପୁରୁଷବନ୍ଧୁଙ୍କ ସହ ପଶ୍ଚିମବଙ୍ଗରୁ ଠାବ

ଭୁବନେଶ୍ୱର -: ଭୁବନେଶ୍ୱର ଷ୍ଟେସନରୁ ଇଞ୍ଜିନିୟରିଂ ଛାତ୍ରୀ ସ୍ୱିଟି ରଏ ନିଖୋଜ ଘଟଣା । ପୁରୁଷବନ୍ଧୁଙ୍କ ସହ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରୁ ଠାବ କରାଯାଇଛି । ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ସ୍ଥାନୀୟ ପୋଲିସ ସହାୟତା ନେଲା ଜିଆରିପି । ବୁଧବାର ଦିନ ସୁଇଟ୍‌ ଜନଶତାବ୍ଦୀ…

error: Content is protected !!
Verified by MonsterInsights