ମୋବାଇଲ ଗ୍ରାହକଙ୍କ ପାଇଁ ବଡ ଝଟକା, ଟେଲିକମ୍ କମ୍ପାନୀ ନେଲା ଏହି ନିଷ୍ପତ୍ତି …

ଦେଶରେ ବର୍ତ୍ତମାନ ବହୁ ସଂଖ୍ୟାରେ ମୋବାଇଲ ଉପଭୋକ୍ତାମାନଙ୍କର ସିମ୍‌ ବନ୍ଦ ହୋଇଯାଇଛି। ବିଶେଷକରି ଏହି ସିମ୍‌ ଗୁଡିକ ହେଉଛି ଦ୍ବିତୀୟ ସିମ୍। ମିଳିଥିବା ସୂଚନା ମୁତାବକ ୭୫ ଲକ୍ଷ ଭାରତୀୟଙ୍କ ମୋବାଇଲର ‘ଦ୍ୱିତୀୟ ସିମ୍’କୁ ଟେଲିକମ୍‌ ଅପରେଟରମାନେ କୌଣସି କାରଣରୁ ବନ୍ଦ…