ନିଜ ଆୟ ଠାରୁ ୪୫୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଥିଲେ, ଗିରଫ କଲା ଭିଜିଲାନ୍ସ

କଟକ -: ଗିରଫ ପରେ କୋର୍ଟ ଚାଲାଣ ହେଲେ ଜଳେଶ୍ବର ବିଡ଼ିଓ ଅଶ୍ବିନୀ ଦାସ। ନିଜ ଆୟ ଠାରୁ ୪୫୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି। ଆବଶ୍ୟକ ହେଲେ ତାଙ୍କୁ ରିମାଣ୍ଡରେ ଆଣିବ ଭିଜିଲାନ୍ସ। ଅଶ୍ବିନୀ ଦାସଙ୍କ ପତ୍ନୀ ଜ୍ୟୋତିର୍ମୟୀ ସାହୁଙ୍କ…

ସମବାୟ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର -: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ନିୟନ୍ତ୍ରୀତ ବଜାର କମିଟିର ଇନିସପେକ୍ଟର ତଥା ସମବାୟ ସମିତି ସମ୍ପାଦକ ବନମାଳି ନାୟକଙ୍କ ଘରେ ଚଢ଼ାଉ କରୁଛି…

୧୦ ଲକ୍ଷ ଟଙ୍କା ନେଇ ବ୍ୟାଙ୍କକୁ ଯାଉଥିଲେ, ଭିଜିଲାନ୍ସ ଅତର୍କିତ ଚଢାଉକଲେ ତା ପରର ଅବସ୍ଥା କ’ଣ ହେଲା ଆସନ୍ତୁ ଜାଣିବା

ମାଲକାନଗିରି -: ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ଆଶିଷ କୁମାର ଦାସ ଭିଜିଲାନସ ଜାଲରେ ଫସିଛନ୍ତି । ଆଜି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସ୍ଥାନୀୟ ଡିସିବି ବ୍ୟାଙ୍କରେ ଜମା କରିବାକୁ ଯାଉଥିବା ବେଳେ ଭିଜିଲାନସ…